ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର। ତାପମାତ୍ରା ୪୧.୨ ଡିଗ୍ରୀ ରେକର୍ଡ।

ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର। ତାପମାତ୍ରା ୪୧.୨ ଡିଗ୍ରୀ ରେକର୍ଡ।

କନକ ବ୍ୟୁରୋ: ରାଜ୍ୟରେ ଜାରିରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ । ସମ୍ବଲପୁରରେ ତାପମାତ୍ରା ୪୧.୨ ଡିଗ୍ରୀ ରେକର୍ଡ ହୋଇଛି । ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର ଭାବେ ପରିଣତ ହୋଇଛି । ସେହିଭଳି ଝାରସୁଗୁଡାରେ ୪୦.୬, ହୀରାକୁଦରେ ୩୯.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୭.୪ ଡିଗ୍ରୀ ରେକର୍ଡ ହୋଇଛି । କେନ୍ଦୁଝରରେ ତାପମାତ୍ରା ୩୬ ଡିଗ୍ରୀ, ବାଲେଶ୍ୱରରେ ତାପମାତ୍ରା ୩୪.୬ ଡିଗ୍ରୀ ରେକର୍ଡ ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe