ଅଶାନ୍ତ ସମ୍ବଲପୁର । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ନିର୍ମମ ହତ୍ୟା

Advertisment
ଅଶାନ୍ତ ସମ୍ବଲପୁର । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ନିର୍ମମ ହତ୍ୟା

କନକ ବ୍ୟୁରୋ : ଦୀର୍ଘ ଦିନ ପରେ ପୁଣି ଅଶାନ୍ତ ସମ୍ବଲପୁର । ପୂର୍ବ ଶତ୍ରୃତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ । ସମ୍ବଲପୁର ଟାଉନ ଥାନା ହାଟପଟା ଅଂଚଳରେ ଘଟିଛି ଏହି ଘଟଣା । ମୃତ ଯୁବକ ଜଣଙ୍କ ଦାନିପାଲିର ବାବୁଲ ନାୟକ ।

ପୂର୍ବ ଶତୃତାକୁ ନେଇ ଏହି ହତ୍ୟାକାଣ୍ଡ ହୋଇଥିବା ପୋଲିସ କହିବା ସହ ମୃତ ଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ହତ୍ୟାକାରୀକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଛାନଭିନ ଆରମ୍ଭ କରିଛି ପୋଲିସ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe