କନକ ବ୍ୟୁରୋ: ଏସସିବି ଜୁନିୟର ଡାକ୍ତର ସଂଘର କାର୍ଯ୍ୟବନ୍ଦ ଆନ୍ଦୋଳନ। କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନିନ୍ଦା କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି ଜୁନିଅର ଡାକ୍ତର। ଜରୁରୀ କାଳୀନ ସେବାକୁ ବାଦ୍ ଦେଲେ ଅନ୍ୟ ସ୍ୱାସ୍ଥ୍ୟସେବା କାର୍ଯ୍ୟରେ ଯୋଗ ନଦେବାକୁ ଡାକ୍ତରମାନେ ନିଷ୍ପତ୍ତି ନେଇଛନ୍ତି। ୭୨ ଘଣ୍ଟା ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଡାକରା ଦେଇଛି ଜୁନିଅର ଡାକ୍ତର ସଂଘ।
କୋଲକାତା ନିର୍ଭୟା କାଣ୍ଡକୁ ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଏସସିବି ଜୁନିଅର ଡାକ୍ତର: ୭୨ ଘଣ୍ଟା ପର୍ଯ୍ୟନ୍ତ ଆନ୍ଦୋଳନକୁ ଓହ୍ଲାଇଲା ଡାକ୍ତର ସଂଘ
/kanak/media/post_attachments/wp-content/uploads/2024/08/2-31.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)