କନକ ବ୍ୟୁରୋ: ଆସନ୍ତାକାଲି ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ବନ୍ଦ ରହିବ । ପଞ୍ଚାୟତିରାଜ ଦିବସ ଉପଲକ୍ଷେ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ କଲେଜ ଏବଂ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନୋଟିସ୍ ଜାରି ହୋଇଛି । ଏନେଇ ଉଚ୍ଚଶିକ୍ଷା ବିଭାଗର ସଚିବ ଶାଶ୍ୱତ ମିଶ୍ର ସମସ୍ତ କଲେଜର ପ୍ରିନ୍ସିପାଲ ଓ ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ଚିଠି ଲେଖି ଜଣାଇଛନ୍ତି । ଚିଠିରେ ଉଲ୍ଲେଖ କରାଯାଇଛି ଯେ, ଆସନ୍ତାକାଲି ରାଜ୍ୟରେ ପଞ୍ଚାୟତିରାଜ ଦିବସ ପାଳନ ହେବାକୁ ଥିବାରୁ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ।
ଆସନ୍ତାକାଲି ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ବନ୍ଦ ରହିବ । ପଞ୍ଚାୟତିରାଜ ଦିବସ ଉପଲକ୍ଷେ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ କଲେଜ ଏବଂ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନୋଟିସ୍ ଜାରି ହୋଇଛି । @SMEOdisha#college#KanakNewspic.twitter.com/KWNlOVzZAu
— Kanak News (@kanak_news) March 4, 2021
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2021/01/Utkal-UNiversity-1.jpg)