କନକ ବ୍ୟୁରୋ : ପ୍ରଧାନମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ କୁନି କୁନି ପିଲା । ଦିଲ୍ଲୀର ଏକ ସ୍କୁଲ ପିଲାମାନେ ମୋଦୀଙ୍କ ହାତରେ ରାକ୍ଷୀ ବାନ୍ଧିଛନ୍ତି । କୁନି କୁନି ପିଲାଙ୍କ ସହ ମିଶି ରକ୍ଷା ବନ୍ଧନ ଉତ୍ସବ ମନାଇଛନ୍ତି ପ୍ରଧାନମନ୍ତ୍ରୀ । ରାକ୍ଷୀ ପୂର୍ଣ୍ଣମୀ ଅବସରରେ କୁନି କୁନି ପିଲାଙ୍କୁ ପାଖରେ ପାଇ ପ୍ରଧନମନ୍ତ୍ରୀ ମଧ୍ୟ ବେଶ ଖୁସି ଥିବା ଦେଖିବାକୁ ମିଳିଥିଲା । ସେହିପରି ପିଲାମାନେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧି ବେଶ ଉତ୍ସାହିତ ଥିବା ଦେଖିବାକୁ ମିଳିଥିଲା ।

Advertisment