ମାଟ୍ରିକରେ ଆଜି ବିଜ୍ଞାନ ପରୀକ୍ଷା । ସବୁ ସେଣ୍ଟରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି ।

141

କନକ ବ୍ୟୁରୋ: ମାଟ୍ରିକରେ ଆଜି ବିଜ୍ଞାନ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ସକାଳ ୯ଟାରୁ ଆରମ୍ଭ ହେବ ପରୀକ୍ଷା । ଏଥିପାଇଁ ସକାଳ ସାଢ଼େ ୭ଟାରୁ ପରୀକ୍ଷା ହଲକୁ ପ୍ରବେଶ କରୁଛନ୍ତି ପରୀକ୍ଷାର୍ଥୀ । ପରୀକ୍ଷା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସବୁ ସେଂଟରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ।