ବହୁ ଚର୍ଚ୍ଚିତ ସିସୋର ଚିଟଫଣ୍ଡ ଠକେଇ ମାମଲା: ୯ ବର୍ଷ ପରେ ହେଲା ଚାର୍ଜଫ୍ରେମ

Advertisment
ବହୁ ଚର୍ଚ୍ଚିତ ସିସୋର ଚିଟଫଣ୍ଡ ଠକେଇ ମାମଲା: ୯ ବର୍ଷ ପରେ ହେଲା ଚାର୍ଜଫ୍ରେମ

କନକ ବ୍ୟୁରୋ: ବହୁ ଚର୍ଚ୍ଚିତ ସିସୋର ଚିଟଫଣ୍ଡ ଠକେଇ ମାମଲା । ମାମଲାର ୯ ବର୍ଷ ପରେ ହେଲା ଚାର୍ଜଫ୍ରେମ । ଭୁବନେଶ୍ୱରର ସ୍ୱତନ୍ତ୍ର ସିବିଆଇ ୧ କୋର୍ଟରେ ୯ ବର୍ଷ ପରେ ଚାର୍ଜଫ୍ରେମ ହୋଇଛି । କଟକ-ଚୌଦ୍ୱାରର ପୂର୍ବତନ ବିଧାୟକ ଓ ପତ୍ନୀ ଲକ୍ଷ୍ମୀ ବିଳାସିନୀ ବିଶ୍ୱଳାଙ୍କ ନାଁରେ ଚାର୍ଜଫ୍ରେମ ହୋଇଛି । ବେଆଇନ ଅର୍ଥ କାରବାର ମାମଲାରେ ଚାର୍ଜଫ୍ରେମ ହୋଇଛି । ଦଫା ୪୨୦, ୧୨୦ ବି, ୪୦୯, ୪୬୭, ୪୬୮ ଓ ୪୭୧ରେ ଚାର୍ଜଫ୍ରେମ ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe