କନକ ବ୍ୟୁରୋ : ପ୍ରଦୂଷଣ, ଅସ୍ୱାସ୍ଥ୍ୟକର ଖାଦ୍ୟପେୟ, ବ୍ୟସ୍ତ ବହୁଳ ଜୀବନଶୈଳୀ ଯୋଗୁଁ ଆମ ଶରୀରରେ ଅନେକ ସମସ୍ୟା ଦେଖାଦିଏ । ସେଥିମଧ୍ୟରୁ ତ୍ୱଚା ଜନିତ ସମସ୍ୟା ଦେଖିଦିଏ । ତେବେ ତ୍ୱଚାକୁ ସୁସ୍ଥ ଓ ଚମକଦାର କରିବା ପାଇଁ କ'ଣ ଖାଇବେ ?

Advertisment

ହରମୋନାଲ ବାଲାନ୍ସ ନଥିଲେ ତ୍ୱଚାରେ ଦାଗ ଦେଖାଦିଏ
ସୁଷମ ଖାଦ୍ୟ ଖାଇବା ସହିତ ସତେଜ ଫଳ ଖାଇବା ଆବଶ୍ୟକ
ପ୍ରଚୁର ପାଣି ପିଇବା ଉପରେ ଗୁରୁତ୍ୱ ଦେବା ଆବଶ୍ୟକ
ଫାଷ୍ଟ ଫୁଡକୁ ଖାଇବା ମେନରୁ ସାମିଲ କରନ୍ତୁ ନାହିଁ
ଅତ୍ୟଧିକ ଲୁଣ ଯୁକ୍ତ ଖାଦ୍ୟ ଏବଂ ଚିନି ଥିବା ଖାଦ୍ୟକୁ ଗ୍ରହଣ କରନ୍ତୁ ନାହିଁ
ଭିଟାମିନ୍ ଇ, ସି ଖାଦ୍ୟ ଉପରେ ଗୁରୁତ୍ୱ ଦେବା ଆବଶ୍ୟକ
ବ୍ୟାୟମ କରି ଝାଳ ବାହାରିବା ଦ୍ୱାରା ତ୍ୱଚାରେ ଚମକ ଆସିବ
ପ୍ରତିଦିନ ୭ରୁ ୮ ଘଣ୍ଟା ଶୋଇବା ଆବଶ୍ୟକ
ନିଜକୁ ଅବସାଦରୁ ଦୂରେଇ ରଖିବା ଆବଶ୍ୟକ