କନକ ବ୍ୟୁରୋ: ଭିଜିଲାନ୍ସ ଜାଲରେ ସହିଦନଗର ଏଏସଆଇ । ଲାଞ୍ଚ ନେବା ବେଳେ ଏଏସଆଇ ମମତା ବସ୍ତିଆଙ୍କୁ ଧରିଛି ଭିଜିଲାନ୍ସ । ମାମଲାର ରଫାଦଫା କରିବା ପାଇଁ ଜଣେ ଏତଲାକାରୀଙ୍କୁ ମମତା ବସ୍ତିଆ ଲାଞ୍ଚ ମାଗିଥିଲେ । ତାଙ୍କ ଠାରୁ ୧୫ ହଜାର ଟଙ୍କ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଏଏସଆଇଙ୍କୁ ଧରିଛି । ମମତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରିଛି ଜିଭିଲାନ୍ସ । ସେହିପରି ମମତାଙ୍କ ଦୁଇଟି ଠିକଣାରେ ମଧ୍ୟ ଚଢ଼ାଉ ହୋଇଛି ।
ଭିଜିଲାନ୍ସ ଜାଲରେ ସହିଦନଗର ଏଏସଆଇ। ୧୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରାପଡ଼ିଲେ ମମତା ବସ୍ତିଆ
/kanak/media/post_attachments/wp-content/uploads/2023/07/4_00000-4.jpg)