ବାଣୀବିହାର ପରିସରରୁ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର : ସହିଦନଗର ଥାନା ପୋଲିସର ତଦନ୍ତ

248

କନକ ବ୍ୟୁରୋ : ବାଣୀବିହାର କ୍ୟାମ୍ପସ ପରିସରରୁ ଏକ ଅଜଣା ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ମୃତଦେହକୁ ଜବତ କରାଯାଇଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ ସହିଦନଗର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି ।