ବରଗଡରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ ! ସବକା ସାଥ୍ ସବକା ବିକାଶ କାର୍ଯ୍ୟକ୍ରମରେ ସାମିଲ୍

12

କନକ ବ୍ୟୁରୋ : ବରଗଡରେ  ପହିଚିଂଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ୍ । ବିଜେପିର ସବକା ସାଥ୍ ସବକା ବିକାଶ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ଶିବରାଜ । ମୋଦି ସରକାରର ୩ବର୍ଷର ସଫଳତା ବଖାଣିବେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ । ସେପଟେ ଶିବରାଜଙ୍କ ଗସ୍ତକୁ ବିରୋଧ ଆଶଙ୍କାରେ କଂଗ୍ରେସର ୨୦ ଜଣ ଓ ଆପର ୨୦ କର୍ମୀଙ୍କୁ ଗିରଫ କରାଯାଇଛି । ଶିବରାଜଙ୍କ ଗସ୍ତକୁ ବିରୋଧ କରୁଥିବା ୩୦ ଚାଷୀଙ୍କୁ ମଧ୍ୟ ଗିରଫ କରିଛି ପୁଲିସ୍ । ବ୍ୟାପକ ପୁଲିସ୍ ମୁତୟନ କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

Comments are closed.