ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

22

ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ। ପୁରୀ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ। ବୈଠକରେ ଯୋଗ ଦେଲେନି ସେବାୟତ ପ୍ରତିନିଧି।