କନକ ବ୍ୟୁରୋ : ମହାପ୍ରଭୁଙ୍କ ନବଯୌବନ ଦର୍ଶନ ଆରମ୍ଭ ହୋଇଛି । ଶ୍ରୀଜିଉଙ୍କ ନବଯୌବନ ପ୍ରାପ୍ତି ପରେ ଏହି ଦର୍ଶନ ଆରମ୍ଭ ହୋଇଛି । ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ଖୋଲାଯାଇଛି । ପ୍ରଥମେ ପରିମାଣିକ ଟିକେଟଧାରୀଙ୍କୁ ସୁଯୋଗ ମିଳିଛି ।
୧୪ ଦିନ ଅଣସର ଘରେ ରହିବା ପରେ ମହାପ୍ରଭୁଙ୍କ ଦର୍ଶନ ପାଇଛନ୍ତି ଶ୍ରଦ୍ଧାଳୁ । ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି । ଆସନ୍ତାକାଲି ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ସରିଛି । ରଥଯାତ୍ରା ନେଇ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
ଦେଖନ୍ତୁ ଏହି ଭିଡ଼ିଓ -
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2017/06/naba-jaouban.jpg)