ହସ୍ପିଟାଲରେ ଭର୍ତ୍ତି ହେଲେ ସୋନିଆ ଗାନ୍ଧି । ଅସୁସ୍ଥତା ପାଇଁ ଦିଲ୍ଲୀର ସାର୍ ଗଙ୍ଗାରାମ୍ ହସ୍ପିଟାଲରେ ଭର୍ତ୍ତି ହେଲେ କଂଗ୍ରେସ ଅଧ୍ୟକ୍ଷା ।

621

କନକ ବ୍ୟୁରୋ : ହସ୍ପିଟାଲରେ ଭର୍ତ୍ତି ହେଲେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧି । ଅସୁସ୍ଥତା ପାଇଁ ରାଜଧାନୀ ଦିଲ୍ଲୀର ସାର୍ ଗଙ୍ଗାରାମ୍ ହସ୍ପିଟାଲରେ ସୋନିଆ ଭର୍ତ୍ତି ହୋଇଥିବା ଜାତୀୟ ଗଣମାଧ୍ୟମରୁ ସୂଚନା ମିଳିଛି । ରବିବାର ସନ୍ଧ୍ୟାରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।