ଶ୍ରୀମନ୍ଦିର ରତ୍ନ ଅଳଙ୍କାର ଗଣତି ପାଇଁ SOP ପ୍ରସ୍ତୁତ ; ମରାମତି ପାଇଁ ଏଏସଆଇକୁ ହସ୍ତାନ୍ତର କରାଯିବ ରତ୍ନଭଣ୍ଡାର

Advertisment
ଶ୍ରୀମନ୍ଦିର ରତ୍ନ ଅଳଙ୍କାର ଗଣତି ପାଇଁ SOP ପ୍ରସ୍ତୁତ ; ମରାମତି ପାଇଁ ଏଏସଆଇକୁ ହସ୍ତାନ୍ତର କରାଯିବ ରତ୍ନଭଣ୍ଡାର

କନକ ବ୍ୟୁରୋ: ପୁରୀରେ ପହଞ୍ଚିଲେ ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ । ସାଙ୍ଗରେ ଅଛନ୍ତି ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଆଦର୍ଶ ଗୋଏଲ । ରତ୍ନଭଣ୍ଡାରରୁ ରତ୍ନ ଅଳଙ୍କାର ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତରିତ ହୋଇଥିବା ବେଳେ ଏହାର ଗଣତି ମଣତି ପାଇଁ ପ୍ରସ୍ତୁତ ହୋଇଛି ଏସଓପି । ପ୍ରଥମେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏଏସଆଇକୁ ରତ୍ନଭଣ୍ଡାର ମରାମତି ପାଇଁ ହସ୍ତାନ୍ତର କରାଯିବ । ଏହାପରେ ରତ୍ନଅଳଙ୍କାରକୁ ରଣ୍ଡଭଣ୍ଡାରକୁ ନିଆଯାଇ ସେଠାରେ ହିଁ ଗଣତି ମଣତି କରାଯିବ । ଏଇେ ସୂଚନା ଦେଇଛନ୍ତି ଜଷ୍ଟିସ ବିଶ୍ୱନାଥ ରଥ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe