ମହିଳା ଟି-୨୦ ବିଶ୍ୱକପ: ପାକିସ୍ତାନକୁ ୬ ୱିକେଟରେ ହରାଇଲା ଭାରତ, ବିଶ୍ୱକପରେ ଜିତିଲା ପ୍ରଥମ ମ୍ୟାଚ

Advertisment

ଆଇସିସି ମହିଳା ଟି-୨୦ ବିଶ୍ୱକପରେ ଭାରତ ଜିତିଲା ପ୍ରଥମ ମ୍ୟାଚ । ଭାରତ ପାକିସ୍ତାନକୁ ୬ ୱିକେଟରେ ହରାଇ ତାର ବିଜୟ ଅଭିଯାନ ଆରମ୍ଭ କରିଛି ।

ଆଇସିସି ମହିଳା ଟି-୨୦ ବିଶ୍ୱକପରେ ଭାରତ ଜିତିଲା ପ୍ରଥମ ମ୍ୟାଚ । ଭାରତ ପାକିସ୍ତାନକୁ ୬ ୱିକେଟରେ ହରାଇ ତାର ବିଜୟ ଅଭିଯାନ ଆରମ୍ଭ କରିଛି ।

sxdsaza

କନକ ବ୍ୟୁରୋ: ଆଇସିସି ମହିଳା ଟି-୨୦ ବିଶ୍ୱକପରେ ଭାରତ ଜିତିଲା ପ୍ରଥମ ମ୍ୟାଚ । ଭାରତ ପାକିସ୍ତାନକୁ ୬ ୱିକେଟରେ ହରାଇ ତାର ବିଜୟ ଅଭିଯାନ ଆରମ୍ଭ କରିଛି । ଭାରତ ତାର ପ୍ରଥମ ମ୍ୟାଚରେ ପରାଜୟ ହୋଇଥିବା ବେଳେ ଏବେ ବିଜୟ ଅଭିଯାନ ଆରମ୍ଭ କରିଛି । ସେହିପରି ପାକିସ୍ତାନ ତାର ପ୍ରଥମ ମ୍ୟାଚ ଜିତିଥିବା ବେଳେ ଏବେ ତାର ବିଜୟଧାରରେ ବ୍ରେକ ଲାଗିଛି ।

ପାକିସ୍ତାନ ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରୁଥିବା ପାକିସ୍ତାନ ଦଳ ୨୦ ଓଭରରେ ୮ ୱିକେଟ ହରାଇ ମାତ୍ର ୧୦୫ ରନ କରିଥିଲା । ସେହିପରି ଭାରତ ୧୦୬ ରନର ବିଜୟ ଲକ୍ଷ୍ୟ ନେଇ ମୈଦାନକୁ ଓହ୍ଲାଇଥିଲା । ୧୮ ଓଭର ୫ଟି ବଲ ଖେଳି ୪ ୱିକେଟ ହରାଇ ଦଳ ବିଜୟ ଲକ୍ଷ୍ୟ ପୂରଣ କରିଥିଲା । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe