ସନ୍ଧ୍ୟା ୭ଟାରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେବେ ଏସଆରସି । କରୋନା ପାଇଁ ବଡ ନିଷ୍ପତ୍ତି ନେଇ ପାରନ୍ତି ରାଜ୍ୟ ସରକାର ।

Advertisment
ସନ୍ଧ୍ୟା ୭ଟାରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେବେ ଏସଆରସି । କରୋନା ପାଇଁ ବଡ ନିଷ୍ପତ୍ତି ନେଇ ପାରନ୍ତି ରାଜ୍ୟ ସରକାର ।

କନକ ବ୍ୟୁରୋ: ସନ୍ଧ୍ୟା ୭ଟାରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେବେ ଏସଆରସି । କରୋନା ପାଇଁ ବଡ ନିଷ୍ପତ୍ତି ନେଇ ପାରନ୍ତି ରାଜ୍ୟ ସରକାର । ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ଧିରେ ଧିରେ ନିୟମ କଡା କଡି କରିଛନ୍ତି ସରକାର । ତେବେ ପୁଣି କରୋନା ପାଇଁ କିଛି କଟକଣା ଜାରି କରିପାରନ୍ତି । ତେବେ କେଉଁ କଟକଣା ଜାରି କରିବେ ସରକାର ତା ଉପରେ ରହିଛି ସମସ୍ତଙ୍କ ନଜର ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe