ଶେଷ ହେଲା ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ । ୨୭ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ।

Advertisment
ଦୂର ହେବ ଅକ୍ସିଜେନର ଅଭାବ । ରାଜ୍ୟର ୭ଟି ଜିଲ୍ଲାରେ ୭ଟି ଅକ୍ସିଜେନ୍ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ ।

କନକ ବ୍ୟୁରୋ : ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ବପୂର୍ଣ୍ଣ ବୈଠକରେ ସରକାର ୨୭ଟି ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସରକାର କେବଳ ୮ଟି ପ୍ରକଳ୍ପ ପାଇଁ ୧୨୪୨ କୋଟି ଟଙ୍କା ଅନୁମୋଦନ ଦେଇଛନ୍ତି । ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ମାଧ୍ୟମରେ ପ୍ରକଳ୍ପକୁ ଅନୁମତି ମିଳିଛି । ଏହି ପ୍ରକଳ୍ପଗୁଡ଼ିକ ଯୋଗୁଁ ରାଜ୍ୟର ୩୧୩୫ ଜଣଙ୍କୁ ନିଯୁକ୍ତି ମିଳିବ ବୋଲି ଆଶା କରାଯାଉଛି ।

ଏହାସହ ଆଜି କ୍ୟାବିନେଟ ବୈଠକ ଶେଷ ହୋଇଛି । ବଜେଟର ପରିମାଣ ୧ ଲକ୍ଷ ୭୦ ହଜାର କୋଟି ଟଙ୍କା ହୋଇପାରେ ବୋଲି ସୂଚନା ମିଳିଛି । ବଜେଟ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଆସନ୍ତା ୨୨ରେ ଉପସ୍ଥାପନ ହେବ ରାଜ୍ୟ ବଜେଟ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe