କନକ ବ୍ୟୁରୋ : ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ୱାଳ । ଆଜି ବିଜେଡି ସଭାପତି ନବୀନ ପଟ୍ଟନାୟକ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିବା ପରେ ପ୍ରଭାତ ବିଶ୍ୱାଳ ଏହାକୁ ବିରୋଧ କରିଥିଲେ । ସ୍ଥିତି ଜଟିଳ ହେବା ପରେ ଗଣମାଧ୍ୟମରେ ମଧ୍ୟ ପ୍ରତିକ୍ରିୟା ରଖି ଦଳରୁ ଦୂରେଇ ଯିବି ବୋଲି କହିଥିଲେ । ଆଉ ଏବେ ପ୍ରଭାତଙ୍କ ଉପରେ ବିଜେଡି ଆକ୍ସନ ନେଇଛି ।
ଖବର ଅପଡେଟ୍ ହେଉଛି...
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2026/02/28/prabhat-biswal-2026-02-28-19-26-25.jpg)