ପୁରୀ ଶ୍ରୀମନ୍ଦିରରୁ ଖସିଲା ପଥର । ଏକାଦଶୀ ମନ୍ଦିର ଉପରଭାଗକୁ ଖସିଲା ପଥର ।

Advertisment
ପୁରୀ ଶ୍ରୀମନ୍ଦିରରୁ ଖସିଲା ପଥର । ଏକାଦଶୀ ମନ୍ଦିର ଉପରଭାଗକୁ ଖସିଲା ପଥର ।

କନକ ବ୍ୟୁରୋ: ପୁରୀ ଶ୍ରୀମନ୍ଦିରରୁ ଖସିଲା ପଥର । ଶ୍ରୀମନ୍ଦିର ଭିତରେ ଥିବା ଏକାଦଶୀ ମନ୍ଦିରର ଉପର ଭାଗରୁ ପଥର ଖସିଥିବା ନେଇ ସୂଚନା ମିଳିଛି । ତେବେ ମନ୍ଦିରରୁ ପଥର ଖସିଥିଲେ ମଧ୍ୟ ଏଥିରେ କାହାର କିଛି ବି କ୍ଷତି ଘଟିନି । କେହି ବି ସେବାୟତ କିମ୍ବା ଭକ୍ତ ଆହତ ହେଇନାହାଁନ୍ତି । ବର୍ତ୍ତମାନ ପାଇଁ ପଥରଟିକୁ ଶ୍ରୀମନ୍ଦିର ଗାରଦରେ ଜମା କରାଯାଇଥିବାବେଳେ, ପଥରଟି କେଉଁଠୁ ପଡିଛି ସେ ନେଇ ଏଏସଆଇ ଯାଞ୍ଚ ପରେ ସ୍ପଷ୍ଟ ହେବ ବୋଲି କୁହାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe