ଭୋଗରାଇ ଗ୍ରାମ୍ୟ ଉଚ୍ଚ ଶିକ୍ଷା ପ୍ରତିଷ୍ଠାନର ଛାତ୍ରୀଙ୍କୁ ଅଧ୍ୟାପକଙ୍କ ଅସଦାଚରଣ ଘଟଣା : ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଧାରଣା

Advertisment
ଭୋଗରାଇ ଗ୍ରାମ୍ୟ ଉଚ୍ଚ ଶିକ୍ଷା ପ୍ରତିଷ୍ଠାନର ଛାତ୍ରୀଙ୍କୁ ଅଧ୍ୟାପକଙ୍କ ଅସଦାଚରଣ ଘଟଣା : ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଧାରଣା

କନକ ବ୍ୟୁରୋ : ଛାତ୍ରୀଙ୍କୁ ଅଧ୍ୟାପକଙ୍କ ଅସଦାଚରଣ ଘଟଣା । ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଧାରଣା । ବାଲେଶ୍ୱର ଭୋଗରାଇ ସ୍ଥିତ ଗ୍ରାମ୍ୟ ଉଚ୍ଚ ଶିକ୍ଷା ପ୍ରତିଷ୍ଠାନର ଅଧ୍ୟାପକ ସେହି କଲେଜର ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ ଅଭିଯୋଗ ହୋଇଥିଲା । ଏନେଇ ଛାତ୍ରୀ ଜଣକ ଥାନାରେ ଅଭିଯୋଗ କରିଥିଲେ ।

କିନ୍ତୁ ଏଯାଏ ପୁଲିସ ଅଧ୍ୟାପକଙ୍କୁ ଗିରଫ କରିନଥିବାରୁ ଆଜି ଛାତ୍ରଛାତ୍ରୀମାନେ କଲେଜ ଗେଟ ସମ୍ମୁଖରେ ଧାରଣାରେ ବସିଛନ୍ତି । ଛାତ୍ରୀଙ୍କୁ ସୁରକ୍ଷା ଓ ଅଧ୍ୟାପକଙ୍କ ଗିରଫ ଦାବି ଅଡି ବସିଛନ୍ତି ଛାତ୍ରଛାତ୍ରୀ । ଆଜି ଯୁକ୍ତ ପରୀକ୍ଷା ଥିବାରୁ ଧାରଣା ଯୋଗୁଁ ପରୀକ୍ଷା ମଧ୍ୟ ବାଧାପ୍ରାପ୍ତ ହୋଇପାରେ ।

ଏହା ସହ ଦେଖନ୍ତୁ ଏହି ଭିଡିଓ -

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe