କରୋନା ନେଇ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀଙ୍କ ସୂଚନା । ଏଯାଏଁ ସରିଛି ୬୧ ଜଣଙ୍କ ରକ୍ତ ନମୂନା ପରୀକ୍ଷା, ଜଣକୁ ଛାଡି ସମସ୍ତଙ୍କର ନେଗେଟିଭ୍ ।

Advertisment
କରୋନା ନେଇ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀଙ୍କ ସୂଚନା । ଏଯାଏଁ ସରିଛି ୬୧ ଜଣଙ୍କ ରକ୍ତ ନମୂନା ପରୀକ୍ଷା, ଜଣକୁ ଛାଡି ସମସ୍ତଙ୍କର ନେଗେଟିଭ୍ ।

କନକ ବ୍ୟୁରୋ : କରୋନା ସ୍ଥିତି ନେଇ ୨୪ ଘଂଟାର ଅପଡେଟ୍ ଦେଇଛନ୍ତି ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ । ଏଯାଏଁ ସରିଛି ୬୧ ଜଣଙ୍କ ରକ୍ତ ନମୂନା ପରୀକ୍ଷା । ଜଣଙ୍କୁ ଛାଡି ସମସ୍ତଙ୍କର ନେଗେଟିଭ୍ ରିପୋର୍ଟ ଆସିଥିବା ସୁବ୍ରତ ବାଗଚୀ ସୂଚନା ଦେଇଛନ୍ତି ।

ସେହିପରି ବାହାରୁ ଆସିଥିବା ୨୬୨୬ ଜଣ ସରକାରୀ ଅନଲାଇନ୍ ପୋର୍ଟାଲରେ ପଞ୍ଜୀକରଣ କରାଇଛନ୍ତି । ସେହିପରି ୨୪ ଘଂଟା ମଧ୍ୟରେ ୧୦୪ ନମ୍ବରକୁ ୧୨ ହଜାର ଫୋନ କଲ୍ ଆସିଛି । ସେହିପରି ମାଟ୍ରିକ ପରୀକ୍ଷାର ଖାତାଦେଖାକୁ ସ୍ଥଗିତ ରଖାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe