କନକ ବ୍ୟୁରୋ : ସମ୍ ହସ୍ପିଟାଲ ଅଗ୍ନିକାଣ୍ଡ ଘଟଣା । ପ୍ରଧାନମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା । ଗୁରୁତରଙ୍କ ଚିକିତ୍ସା ପାଇଁ ୫୦ ହଜାର ଲେଖାଏଁ ମିଳିବ ।
ସମ୍ ହସ୍ପିଟାଲ ଅଗ୍ନିକାଣ୍ଡ ଘଟଣା : ପ୍ରଧାନମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ମୃତକଙ୍କ ପରିବାରକୁ ସହାୟତା ଘୋଷଣା
/kanak/media/post_attachments/wp-content/uploads/2016/10/SUMhospital_Fire6.jpg)