କନକ ବ୍ୟୁରୋ: ଅନ୍ତରୀଣ ଜାମିନକୁ ୭ ଦିନ ବୃଦ୍ଧି କରିବାକୁ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନ ଉପରେ କେଜ୍ରିୱାଲଙ୍କୁ ମିଳିଛି ଆଉ ଏକ ଝଟକା । ଅରବିନ୍ଦ କେଜ୍ରିଓ୍ଵାଲଙ୍କ ଅନ୍ତରୀଣ ଜାମିନ ଅବଧିକୁ ଡାକ୍ତରୀ କାରଣରୁ ୭ ଦିନ ପାଇଁ ବୃଦ୍ଧି କରିବା ପାଇଁ କରିଥିବା ଆବେଦନର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି।
ଜାମିନ୍ ଅବଧି ବଢାଇବା ପାଇଁ ଆବେଦନ କରିଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଏନେଇ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ । ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ଅନ୍ତରୀଣ ଜାମିନ୍ ଅବଧିକୁ ଆହୁରି ୭ ଦିନ ବଢାଇବା ପାଇଁ ଅବେଦନ କରିଥିଲେ କେଜ୍ରିୱାଲ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/05/k-1.jpg)