ଗଞ୍ଜାମର ୩ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ନିର୍ଦ୍ଦେଶ: କାର୍ଯ୍ୟରେ ଗୁରୁତର ଅବହେଳା ଯୋଗୁଁ କାର୍ଯ୍ୟାନୁଷ୍ଠାନ

2,902

କନକ ବ୍ୟୁରୋ: ଗଞ୍ଜାମର ୩ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ନିର୍ଦ୍ଦେଶ । ଗଞ୍ଜାମ ଜିଲ୍ଲାପାଳଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଲେ ସିଇଓ । ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କୁ ଗିରଫ କରାଯିବ । ଛତ୍ରପୁର ୨୭ ନମ୍ବର ବୁଥ ପ୍ରିଜାଇଡିଂ ଅଫିସର ଗିରଫ ହେବେ । ୧୬୩ ନମ୍ବର ପୁଲିଂ ଷ୍ଟେସନର ପ୍ରିଜାଇଡିଂ ଅଫିସର ଗିରଫ ହେବେ । ସେହିପରି ଗୋପାଳପୁରର ୧୯୩ ନମ୍ବର ପୁଲିଂ ଷ୍ଟେସନ ପ୍ରିଜାଇଡିଂ ଅଫିସର ସସପେଣ୍ଡ ହେବେ । କାର୍ଯ୍ୟରେ ଗୁରୁତର ଅବହେଳା ଯୋଗଁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ।