କନକ ବ୍ୟୁରୋ : ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ ଅସୁସ୍ଥ । ଚିକିତ୍ସା ପାଇଁ କଟକ ଚୌଦ୍ୱାରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । ୪ ଦିନ ହେବ ସେଠାରେ ତାଙ୍କ ଚିକିତ୍ସା ଚାଲିଛି । ଥ୍ରୋଟ କ୍ୟାନସରରେ ସ୍ୱରୂପ ନାୟକ ଆକ୍ରାନ୍ତ ହୋଇଥିବା ସୂଚନା ରହିଛି ।
ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ କ୍ୟାନସରରେ ଆକ୍ରାନ୍ତ : ଚିକିତ୍ସା ପାଇଁ କଟକ ଚୌଦ୍ୱାରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି
/kanak/media/post_attachments/wp-content/uploads/2023/10/u7jmhjumhn.jpg)