ମତେ ଭରସା କରିଥିବାରୁ ମୁଁ ଋଣି । ବିଜୟୀ ପରେ ପ୍ରତିକ୍ରିୟା ରଖିଲେ ଅଳକା ମହାନ୍ତି
କନକ ବ୍ୟୁରୋ : ବ୍ରଜରାଜନଗର ଉପନିର୍ବାଚନରେ ବାଜିମାତ କରିବା ପରେ ପ୍ରତିକ୍ରିୟା ରଖିଲେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ସେ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇବା ସହ କହିଛନ୍ତି, ମୋ ଉପରେ ଭରସା କରିଥିବାରୁ ସମସ୍ତଙ୍କଠାରେ ମୁଁ ଋଣି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ମୁଁ କୃତଜ୍ଞ ।…