Browsing Tag

BrajrajNagar Bypoll 2022

ବ୍ରଜରାଜନଗର ବାଜି : ଆସିଲା ପ୍ରାରମ୍ଭିକ ଟ୍ରେଣ୍ଡ, ଜାଣନ୍ତୁ କିଏ ଆଗରେ କିଏ ପଛରେ ?

କନକ ବ୍ୟୁରୋ : ବ୍ରଜରାଜନଗର ଉପନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ଏହାରି ଭିତରେ ପ୍ରାଥମିକ ଟ୍ରେଣ୍ଡ ସାମ୍ନାକୁ ଆସିଛି । ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗୁଆ ରହିଛନ୍ତି । ଅଳକା ମହାନ୍ତି ୩,୫୮୯ ଭୋଟରେ ଆଗୁଆ ଅଛନ୍ତି । ବିଜେଡି ପ୍ରାର୍ଥୀଙ୍କୁ ପ୍ରଥମ ରାଉଣ୍ଡରେ ୪,୭୩୩ ଭୋଟ୍…

ବ୍ରଜରାଜନଗର ଜନାଦେଶ : ଆରମ୍ଭ ହେଲା ଭୋଟ ଗଣତି; ତ୍ରିମୁଖୀ ପ୍ରତିନ୍ଦନ୍ଦ୍ୱିତା ଭିତରେ କିଏ ମାରିବ ବାଜି ରହିଛି ନଜର

ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ । ସକାଳ ୮ଟାରୁ ଗଣତି ଆରମ୍ଭ ହୋଇଛି । ଝାରୁସୁଗୁଡ଼ା ଯାନ୍ତ୍ରିକ ବିଦ୍ୟାଳୟରେ ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ନିର୍ବାଚନ ପରେ ସମସ୍ତ ଇଭିଏମ ଏଠାରେ ଆଣି ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି । ଭୋଟ୍ ଗଣତି ପାଇଁ ୧୪ଟି ଟେବୁଲର ବ୍ୟବସ୍ଥା…

ଆଜି ଆସିବ ବ୍ରଜରାଜନଗର ଜନାଦେଶ : ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ଭିତରେ କିଏ ମାରିବ ବାଜି ?

କନକ ବ୍ୟୁରୋ: ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ଆଜି ହେବ ଭୋଟ ଗଣତି । ସକାଳ ୮ଟାରୁ ଗଣତି ଆରମ୍ଭ ହେବ । ଝାରୁସୁଗୁଡ଼ା ଯାନ୍ତ୍ରିକ ବିଦ୍ୟାଳୟରେ ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ନିର୍ବାଚନ ପରେ ସମସ୍ତ ଇଭିଏମ ଏଠାରେ ଆଣି ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି । ଭୋଟ୍ ଗଣତି ପାଇଁ ୧୪ଟି…

ବ୍ରଜରାଜନଗର ଉପ-ନିର୍ବାଚନ : ଶାନ୍ତି ଶୃଙ୍ଖଳାରେ ସରିଲା ଭୋଟ, ଇଭିଏମରେ ସିଲ୍ ହେଲା ପ୍ରାର୍ଥୀଙ୍କ ଭାଗ୍ୟ । ୭୧.୯୦…

କନକ ବ୍ୟୁରୋ : ବ୍ରଜରାଜନଗର ଉପନିର୍ବାଚନରେ ୭୧.୯୦ ପ୍ରତିଶତ ମତଦାନ ହୋଇଛି । ଝାରସୁଗୁଡା ସବକଲେକ୍ଟର ଏହି ସୂଚନା ଦେଇଛନ୍ତିି । ସକାଳ ୭ଟାରୁ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀରେ ୨୭୯ଟି ବୁଥରେ ଭୋଟଗ୍ରହଣ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏଁ ଚାଲିଥିଲା । କେତେକ ମତଦାନ କେନ୍ଦ୍ର ଆଗରେ ଭୋଟରଙ୍କ…

ବ୍ରଜରାଜନଗର ଉପନିର୍ବାଚନ : ସାଢ଼େ ୧୧ଟା ସୁଦ୍ଧା ୩୨ପ୍ରତିଶତ ମତଦାନ

କନକ ବ୍ୟୁରୋ : ବ୍ରଜରାଜନଗର ଉପନିର୍ବାଚନ ପାଇଁ ଚାଲିଛି ମତଦାନ । ସାଢ଼େ ୧୧ଟା ସୁଦ୍ଧା ୩୨ପ୍ରତିଶତ ମତଦାନ ହୋଇଛି । ମୋଟ ୨ ଲକ୍ଷ ୧୪ ହଜାର ୮୭୮ ଜଣ ଭୋଟର ଭୋଟ ଦେଉଛନ୍ତି । ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ମୋଟ ୧୨୨୮ ପୋଲିଂ ଅଧିକାରୀ ମୁତୟନ ଅଛନ୍ତି । ସୁରକ୍ଷା ପାଇଁ ୧୦୦୦ ପୋଲିସ ଫୋର୍ସ…

ବ୍ରଜରାଜନଗର ଉପନିର୍ବାଚନ : ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ । ପଢନ୍ତୁ… ମତଦାନ ପରେ କଣ କହିଲେ…

କନକ ବ୍ୟୁରୋ : ବ୍ରଜରାଜନଗର ଉପନିର୍ବାଚନ ପାଇଁ ଚାଲିଛି ମତଦାନ । ୯ଟା ସୁଦ୍ଧା ୧୧ ପ୍ରତିଶତ ମତଦାନ ହୋଇଛି । ମୋଟ ୨ ଲକ୍ଷ ୧୪ ହଜାର ୮ ଶହ ୭୮ ଜଣ ଭୋଟର ଭୋଟ ଦେଉଛନ୍ତି । ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ମୋଟ ୧୨୨୮ ପୋଲିଂ ଅଧିକାରୀ ମୁତୟନ ଅଛନ୍ତି । ସୁରକ୍ଷା ପାଇଁ ୧୦୦୦ ପୋଲିସ ଫୋର୍ସ…