Browsing Tag

Rajo

ରଜକୁ ଫିକା କରିପାରେ ବର୍ଷା: ଆସନ୍ତା ୧୬ ତାରିଖ ଯାଏଁ ଏହିସବୁ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା

କନକ ବ୍ୟୁରୋ: ଆସନ୍ତା ୧୨ ଘଣ୍ଟା ମଧ୍ୟରେ କୋରାପୁଟ, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଆଦି ସ୍ଥାନରେ ହାଲକା ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…