Browsing Tag

vigilance raid cso house

ଭିଜିଲାନ୍ସ ଜାଲରେ ସିଏସଓ ! ଆୟ ବହିର୍ଭୂତ ସମ୍ପତି ଠୁଳ ମାମଲାରେ ବଲାଙ୍ଗୀର ଜିଲ୍ଲା ଯୋଗାଣ ଅଧିକାରୀ ରଞ୍ଜନ ସେଠ ଗିରଫ

କନକ ବ୍ୟୁରୋ : ଭିଜିଲାନ୍ସ ଜାଲରେ ଯୋଗାଣ ଅଧିକାରୀ । ବଲାଙ୍ଗୀର ଜିଲ୍ଲାର ଯୋଗାଣ ଅଧିକାରୀ ରଞ୍ଜନ ସେଠଙ୍କୁ ଗିରଫ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତି ଠୁଳ ମାମଲାରେ ତାଙ୍କୁ ଗିରଫ କରାଯାଇଛି । ବାଲେଶ୍ୱରର ଏକ ଭିଜିଲାନ୍ସ ମାମଲାରେ ଯୋଗାଣ ଅଧିକାରୀ ରଞ୍ଜନ ସେଠଙ୍କୁ ଗିରଫ କରାଯାଇଛି…