କନକ ବ୍ୟୁରୋ: ନବରଙ୍ଗପୁର ପୋଲ ଭୁଶୁଡିବା ଘଟଣା । ଅଘଟଣ ପାଇଁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ଠିକାଦାର ଓ ଅଧିକାରୀଙ୍କ ନାଁରେ ଫୌଜଦାରୀ ମାମଲା ପାଇଁ ନିର୍ଦ୍ଦେଶ । ତୁରନ୍ତ ମାମଲା ସହ କାର୍ଯ୍ୟାନୁଷ୍ଠାନ ନେବାକୁ ଜିଲ୍ଲାପାଳଙ୍କୁ ଉନ୍ନୟନ କମିଶନର ପିକେ ଜେନାଙ୍କ ନିର୍ଦ୍ଦେଶ ।
ତେବେ ଆଜି ନବରଙ୍ଗପୁର ତାଲାପଦର ନିକଟରେ ଭୁଶୁଡିଥିଲା ପୋଲ । ନିର୍ମାଣଧୀନ ଅବସ୍ଥାରେ ପୋଲ ଭୁଶୁଡି ଜଣଙ୍କର ମୃତ୍ୟୁ ହୋଇଥିଲା । ଦୁର୍ଘଟଣାରେ ୬ ଆହତ ଥିବା ବେଳେ ୩ ଜଣ ଗୁରୁତର ଥିଲେ । ସମସ୍ତ ଶ୍ରମିକଙ୍କୁ ଉମରକୋଟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/01/20-11.jpg)
/kanak/media/post_attachments/wp-content/uploads/2021/01/18-11.jpg)