କନକ ବ୍ୟୁରୋ: ନିର୍ବାଚନ ପ୍ରଚାରରେ ସାମିଲ ହୋଇ ନିଲମ୍ବିତ ହେଲେ ଶିକ୍ଷକ । ଉଦଳା ମଠସାହି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସତ୍ୟେନ୍ଦୁ ଜେନା ବିଜେଡିର ନିର୍ବାଚନୀ ପ୍ରଚାରରେ ସାମିଲ ହୋଇଥିବା ଅଭିଯୋଗ ହୋଇଥିଲା । ଗତ ୨୯ ତାରିଖରେ ଉଦଳା ଠାରେ ଚାଲିଥିବା ବିଜେଡିର ନିର୍ବାଚନୀ ସଭାରେ ସେ ସାମିଲ ହୋଇଥିଲେ । ଯାହାକୁ ନେଇ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଆଧାର କରି ତଦନ୍ତ ପରେ ତାଙ୍କୁ ଚାକିରୀରୁ ନିଲମ୍ବିତ କରିଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ ।
ନିର୍ବାଚନ ପ୍ରଚାରରେ ସାମିଲ ହୋଇ ନିଲମ୍ବିତ ହେଲେ ଶିକ୍ଷକ । ଉଦଳା ମଠସାହି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ହଟହଟା ।
/kanak/media/post_attachments/wp-content/uploads/2024/05/Screen-Shot-2024-05-03-at-8.15.48-AM.png)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)