କନକ ବ୍ୟୁରୋ : ବଢ଼ିଲା ତାତି। ଗତକାଲି ଅପେକ୍ଷା ଆଜି ଟିଟିଲାଗଡ଼ ଓ ମାଲକାନଗିରି ତାପମାତ୍ରା ସାମାନ୍ୟ କମିଛି। ତେବେ ବହୁ ସ୍ଥାନରେ ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇଛି। ପଶ୍ଚିମ ଓଡ଼ିଶାର ସମସ୍ତ ସହରର ତାପମାତ୍ରା ଇତି ମଧ୍ୟରେ ୩୮ ଡିଗ୍ରି ଟପିଯାଇଛି। ୩ ସହରର ତାପମାତ୍ରା ୪୦ ଡିଗ୍ରି ଉପରକୁ ଚାଲିଯିବା ସହ ମୋଟ୍ ୧୦ଟି ସହରର ତାପମାତ୍ରା ୩୯ ଡିଗ୍ରି ଉପରେ ରହିଥିଲା।
/kanak/media/post_attachments/wp-content/uploads/2018/06/Summer-Heat.jpg)