କନକ ବ୍ୟୁରୋ: କଟକ ମେଡ଼ିକାଲ ପରିସରରେ ଉତ୍ତେଜନା । ପୁରୀ ଚନ୍ଦନପୁର ଅଂଚଳରେ ଜଣେ ଯୁବତୀଙ୍କ ମୃତ୍ୟୁକୁ ନେଇ ଚିକିତ୍ସା ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକ । ରୋଗୀଙ୍କ ସ୍ୱାସ୍ଥ୍ୟବସ୍ଥା ଯାଂଚରେ ବିଳମ୍ବ ହେବା କାରଣରୁ ଯୁବତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ । ଉତେଜନା ପରେ ଘଟଣା ସ୍ଥଳରେ ପହଂଚିଥିଲା ପୋଲିସ । ମେଡିକାଲ ଫାଣ୍ଡି ପାଖରେ ରୋଗୀଙ୍କ ସମ୍ପର୍କୀୟଙ୍କୁ ବୁଝାସୁଝା କରିବା ସହ ସ୍ଥିତି ନିୟନ୍ତ୍ରଣରେ ଆଣିବା ପାଇଁ ଉଦ୍ୟମ କରୁଛି ପୋଲିସ ।
କଟକ ମେଡିକାଲ ପରିସରରେ ଉତ୍ତେଜନା । ପୁରୀର ଜଣେ ଯୁବତୀଙ୍କ ମୃତ୍ୟୁକୁ ନେଇ ଚିକିତ୍ସା ଅବହେଳା ଅଭିଯୋଗ ଆଣିଲା ପରିବାର ।
/kanak/media/post_attachments/wp-content/uploads/2023/12/20-27.jpg)