କନକ ବ୍ୟୁରୋ: କୋଟିଆରେ ଆନ୍ଧ୍ରର ଜିଲ୍ଲା ପରିଷଦ ନିର୍ବାଚନକୁ ବେଆଇନ ଘୋଷଣା । ଜିଲ୍ଲା ପରିଷଦ ନିର୍ବାଚନକୁ ବେଆଇନ ଘୋଷଣା କଲେ ଆନ୍ଦ୍ର ହାଇକୋର୍ଟ । ନିୟମ ଅନୁଯାୟୀ ନିର୍ବାଚନ କରାଯାଇ ନଥିବାରୁ ନିର୍ବାଚନ ରଦ୍ଦ କଲେ ହାଇକୋର୍ଟ । ନିର୍ବାଚନ ପାଇଁ ନିୟମ ଉଲ୍ଲଘଂନ ଆଣିଥିଲେ ଟିଡିପି ଓ ବିଜେପି । ଆନ୍ଧ୍ର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଟିଡିପି ଓ ବିଜେପି ।
ଅଭିଯୋଗ ପରେ ଆବେଦନର ଶୁଣାଣି କରି ଜିଲ୍ଲା ପରିଷଦ ନିର୍ବାଚନକୁ ରଦ୍ଦ କଲେ ଖଣ୍ଡପୀଠ । କୋଟିଆରେ ଆନ୍ଧ୍ରର ଏହି ନିର୍ବାଚନକୁ ରାଜ୍ୟ ସରକାର ମଧ୍ୟ ବିରୋଧ କରିଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2021/05/Kotiaa.jpg)