ପିପିଲି ଟୋଲଗେଟ୍ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୨୦ରୁ ଅଧିକ ଆହତ, ଜଣେ ମୃତ

105

କନକ ବ୍ୟୁରୋ: ପିପିଲି ଟୋଲଗେଟ୍ ନିକଟରେ ଦୁର୍ଘଟଣା । ପିପିଲି ଟୋଲଗେଟ୍ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍ । ଭାରସାମ୍ୟ ହରାଇ ଗୋଟିଏ ଘରୋଇ ଯାତ୍ରୀବାହୀ ବସ୍ ଓଲଟିପଡିଛି । ଦୁର୍ଘଟଣାରେ ୨୦ରୁ ଅଧିକ ଜଣ ଯାତ୍ରୀ ଆହତ ହୋଇଥିବାବେଳେ, ଜଣେ ଯାତ୍ରୀ ମୃତ୍ୟୁବରଣ କରିଛନ୍ତି । ତେବେ ବସଟି ଭୁବନେଶ୍ୱରରୁ ଅସ୍ତରଙ୍ଗ ଯାଉଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ରହିଛି ।