ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ସବୁଠି ଉତ୍ସାହ: ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଓ ଫାଇଭ-ଟି ଅଧ୍ୟକ୍ଷ ଦେଖିଲେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା

159

କନକ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରେ ପ୍ରାଣ ପ୍ରତିଷ୍ଠାର ଲାଇଭ ଦେଖିଛନ୍ତି । ତାଙ୍କ ସହ ଫାଇଭ-ଟି ଅଧ୍ୟକ୍ଷ ପାଣ୍ଡିଆନ ମଧ୍ୟ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ଦେଖିଛନ୍ତି । ସେହିପରି କଟକ ଜିଲ୍ଲା ଗୋପୀନାଥପୁରରୁ ଅଯୋଧ୍ୟାରେ ଭଗବାନ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବର ଲାଇଭ ଦେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।