କନକ ବ୍ୟୁରୋ: ବିଭିନ୍ନ ବିଭାଗର ତଦାରଖ କରିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ। ସିଏମଓ ଅଧିକାରୀଙ୍କୁ ବାଣ୍ଟିଦିଆଗଲା ଦାୟିତ୍ବ। ୬ ଅଧିକାରୀଙ୍କ ମଧ୍ୟରେ ଏହି ଦାୟିତ୍ୱ ବଣ୍ଟନ କରାଯାଇଛି। ନିକୁଞ୍ଜ ବିହାରୀ ଧଳ, ଅରିନ୍ଦମ ଡାକୁଆ, ଅନୁପମ ଶାହା, ପ୍ରସନ୍ନ କୁମାର ଷଡଙ୍ଗୀ, ଚିତ୍ରସେନ ରାଉତ ଏବଂ ଉମେଶ ତ୍ରିପାଠୀଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଏହି ବରିଷ୍ଠ ଆଇପିଏସ ଅଧିକାରୀ ମାନେ ବିଭିନ୍ନ ବିଭାଗର ତଦାରଖ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କରିବେ ବୋଲି ଜଣାପଡିଛି।
ବିଭିନ୍ନ ବିଭାଗର ତଦାରଖ କରିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ; ସିଏମଓର ୬ ଅଧିକାରୀଙ୍କ ମଧ୍ୟରେ ଦାୟିତ୍ୱ ବଣ୍ଟନ
/kanak/media/post_attachments/wp-content/uploads/2024/07/recent_photo_1718347674.webp)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)