କନକ ବ୍ୟୁରୋ : କରୋନା ସଂକ୍ରମଣରେ ଲାଗୁନି ବ୍ରେକ୍ । ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୫୬,୪୬,୦୧୦ରେ ପହଞ୍ଚିଛି । ଏହା ମଧ୍ୟରୁ ୯,୬୮, ୩୭୭ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୯୦, ୦୨୦ ରହିଛି । ତେବେ ମୋଟ ଆରୋଗ୍ୟ ସଂଖ୍ୟା ୪୫,୮୭୬,୧୩ରେ ପହଞ୍ଚିଲା । ଏହି ସଂଖ୍ୟାକୁ ମିଶାଇ ଦେଶରେ ମୃତ୍ୟୁ ହାର ୧.୫୯% ରହିଥିବା ବେଳେ ଆରୋଗ୍ୟ ହାର ୮୧.୨୫% ରହିଛି ।
ନୂତନ ସୁସ୍ଥ ସଂଖ୍ୟାକୁ ମିଶାଇ ଭାରତ ଏବେ ବିଶ୍ବରେ ଆଗରେ ରହିଛି। ତା’ ପଛକୁ ରହିଛି ଆମେରିକା । ଆମେରିକାରେ ବର୍ତ୍ତମାନ ୭,୦୯୭,୯୩୭ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ସେ ମଧ୍ୟରୁ ୪,୩୪୬,୧୧୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/09/15-28.jpg)