କନକ ବ୍ୟୁରୋ : ସିବିଏସଇ ବୋର୍ଡ ପରୀକ୍ଷା ନେଇ ତାରିଖ ଘୋଷଣା ପରେ ଏବେ ଚିନ୍ତାରେ ଗଣଶିକ୍ଷା ବିଭାଗ । ସ୍କୁଲ କେବେ ଖୋଲିବ ସେ ନେଇ ନିଷ୍ପତି ହୋଇପାରୁୁନି । ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ କହିଛନ୍ତି, ସିବିଏସଇ ପରୀକ୍ଷା ତାରିଖ ଘୋଷଣା ପରେ ଏହି ଆଧାରରେ ଆଦର୍ଶ ବିଦ୍ୟାଳୟ ସହ କେତେକ ଘରୋଇ ବିଦ୍ୟାଳୟର ଛାତ୍ରଛାତ୍ରୀ ପରୀକ୍ଷା ଦେବେ ।
ସେ ନେଇ କିପରି ବ୍ୟବସ୍ଥା କରାଯିବ ସେ ନେଇ ବିଚାର ବିମର୍ଷ ଚାଲିଛି । କରୋନାର ନୂଆ ଷ୍ଟ୍ରେନକୁ ନେଇ ଭୟ ରହିଛି । ସ୍କୁଲ ଖୋଲିବା ନେଇ ଖୁବ ଶୀଘ୍ର ନିଷ୍ପତି ନିଆଯିବ । ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ସମ୍ପଦ ଆଗ ବୋଲି କହିଛନ୍ତି ସମୀର ଦାଶ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/01/14-1.jpg)