ସିବିଏସଇ ବୋର୍ଡ ପରୀକ୍ଷା ତାରିଖ ଘୋଷଣା ପରେ ଚିନ୍ତାରେ ଗଣଶିକ୍ଷା ବିଭାଗ : ଆଦର୍ଶ ବିଦ୍ୟାଳୟ ସହ କିଛି ଘରୋଇ ସ୍କୁଲ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

Advertisment
ସିବିଏସଇ ବୋର୍ଡ ପରୀକ୍ଷା ତାରିଖ ଘୋଷଣା ପରେ ଚିନ୍ତାରେ ଗଣଶିକ୍ଷା ବିଭାଗ : ଆଦର୍ଶ ବିଦ୍ୟାଳୟ ସହ କିଛି ଘରୋଇ ସ୍କୁଲ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

କନକ ବ୍ୟୁରୋ : ସିବିଏସଇ ବୋର୍ଡ ପରୀକ୍ଷା ନେଇ ତାରିଖ ଘୋଷଣା ପରେ ଏବେ ଚିନ୍ତାରେ ଗଣଶିକ୍ଷା ବିଭାଗ । ସ୍କୁଲ କେବେ ଖୋଲିବ ସେ ନେଇ ନିଷ୍ପତି ହୋଇପାରୁୁନି । ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ କହିଛନ୍ତି, ସିବିଏସଇ ପରୀକ୍ଷା ତାରିଖ ଘୋଷଣା ପରେ ଏହି ଆଧାରରେ ଆଦର୍ଶ ବିଦ୍ୟାଳୟ ସହ କେତେକ ଘରୋଇ ବିଦ୍ୟାଳୟର ଛାତ୍ରଛାତ୍ରୀ ପରୀକ୍ଷା ଦେବେ ।

ସେ ନେଇ କିପରି ବ୍ୟବସ୍ଥା କରାଯିବ ସେ ନେଇ ବିଚାର ବିମର୍ଷ ଚାଲିଛି । କରୋନାର ନୂଆ ଷ୍ଟ୍ରେନକୁ ନେଇ ଭୟ ରହିଛି । ସ୍କୁଲ ଖୋଲିବା ନେଇ ଖୁବ ଶୀଘ୍ର ନିଷ୍ପତି ନିଆଯିବ । ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ସମ୍ପଦ ଆଗ ବୋଲି କହିଛନ୍ତି ସମୀର ଦାଶ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe