ଧନୁତୀରର ଦାବିଦାର ହେଲେ ଏକନାଥ ସିନ୍ଧେ ଗୋଷ୍ଠୀ । ଘୋଷଣା କଲେ ନିର୍ବାଚନ ଆୟୋଗ ।

Advertisment
ଧନୁତୀରର ଦାବିଦାର ହେଲେ ଏକନାଥ ସିନ୍ଧେ ଗୋଷ୍ଠୀ । ଘୋଷଣା କଲେ ନିର୍ବାଚନ ଆୟୋଗ ।

କନକ ବ୍ୟୁରୋ: ଶିବସେନାର ଦଳୀୟ ଚିହ୍ନ ଧନୁତୀରର ଦାବିଦାର ହେଲେ ଏକନାଥ ସିନ୍ଧେ ଗୋଷ୍ଠୀ । ନିର୍ବାଚନ ଆୟୋଗ ଆଜି ଏହି ଘୋଷଣା କରିଛନ୍ତି । ଶିବସେନାରେ କନ୍ଦଳ ପରେ ଦୁଇଟି ଗୋଷ୍ଠୀ ହୋଇଥିଲା । ଏହାପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏବଂ ଏକନାଥ ସିନ୍ଧେଙ୍କ ମଧ୍ୟର ଦଳୀୟ ଚିହ୍ନକୁ ନେଇ ବିବାଦ ଲାଗି ରହିଥିଲା । ପରେ ନିର୍ବାଚନ ଆୟୋଗ ଦଳୀୟ ଚିହ୍ନ ଧନୁତୀରକୁ ଏକନାଥ ଗୋଷ୍ଠୀଙ୍କୁ ଦେଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe