ଆସିଲା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍। କୃଷିକ୍ଷେତ୍ରକୁ ୨୧,୧୬୬ କୋଟି ଟଙ୍କା ବ୍ୟୟବରାଦ।

124

କନକ ବ୍ୟୁରୋ : ଆସିଲା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ । ବିଧାନସଭାରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଚଳିତ ବର୍ଷର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହି ବଜେଟର ପରିମାଣ ୨ ଲକ୍ଷ କୋଟି ହୋଇଥିବା ହୋଇଥିବାବେଳେ କୃଷିକ୍ଷେତ୍ରକୁ ୨୧,୧୬୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି ।

-୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍
-କୃଷିକ୍ଷେତ୍ରକୁ ୨୧,୧୬୬ କୋଟି ଟଙ୍କା ବ୍ୟୟବରାଦ
-ଉଦ୍ୟାନ କୃଷି ବିକାଶ କାର୍ଯ୍ୟକ୍ରମ ପାଇଁ ୩୦୧୨ କୋଟି
-ଜାତୀୟ ଉଦ୍ୟାନ କୃଷି ମିଶନ ପାଇଁ ୧୨୨ କୋଟି
-ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା ପାଇଁ ୩ ଶହ କୋଟି
-ପ୍ରଧାନମନ୍ତ୍ରୀ କୃଷି ସିଞ୍ଚନ ଯୋଜନା ପାଇଁ ୨୪୯୩ କୋଟି
-ବୃହତ ଉଠା ଜଳସେଚନ ପ୍ରକଳ୍ପ ପାଇଁ ୧୦,୭୫୯ କୋଟି
-ଜଳନିଧି ଯୋଜନା ପାଇଁ ୨୩୪ କୋଟି ଟଙ୍କା
-ବିଜୁ କୃଷକ ବିକାଶ ଯୋଜନା ପାଇଁ ୪ ଶହ କୋଟି ବରାଦ
-ଚାଷୀଙ୍କ ସୁଧ ରିହାତି ଯୋଜନା ୮୯୩ କୋଟି ବରାଦ
-ସମବାୟ ସଂସ୍ଥାଗୁଡିକୁ ଆର୍ଥିକ ସହାୟତା ପାଇଁ ୩୭ କୋଟି
-ସଘନ ଓ ଆଭ୍ୟନ୍ତରୀଣ ମାଛ ଚାଷ ପାଇଁ ୧୮୨ କୋଟି