୧୧ ତାରିଖରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ୍ । ହୀରାକୁଦ ଡ୍ୟାମ ପକ୍ଷରୁ ସତର୍କ ସୂଚନା ଜାରି ।

Advertisment
୧୧ ତାରିଖରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ୍ । ହୀରାକୁଦ ଡ୍ୟାମ ପକ୍ଷରୁ ସତର୍କ ସୂଚନା ଜାରି ।

source : Odisha News Insight

କନକ ବ୍ୟୁରୋ: ୧୧ ତାରିଖରେ ଖୋଲିବ ହୀରାକୁଦ ଡ୍ୟାମର ଗେଟ୍୍ । ହୀରାକୁଦ ଡ୍ୟାମ ପକ୍ଷରୁ ସତର୍କ ସୂଚନା ଜାରି । ୧୧ ତାରିଖ ଦିନ ଯେକୌଣସି ସମୟରେ ଖୋଲା ଯାଇପାରେ ଗେଟ୍ । ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଛାଡିବା ନେଇ ସୂଚନା । ୧୨ ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରାଯାଇଛି । ଏନେଇ ହୀରାକୁଦ ଡ୍ୟାମ କତ୍ତୃପକ୍ଷଙ୍କ ତରଫରୁ ସୂଚନା ଦିଅଯାଇଛି ।

ତେବେ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ୧୧ ତାରିଖରେ ଛଡାଯିବ । କେତୋଟି ଗେଟ ଖୋଲିବ ଏଯାଏଁ ସ୍ପଷ୍ଟ କରାଯାଇ ନାହିଁ । ସେପଟେ ନଦୀକୂଳିଆ ଅଞ୍ଚଳ ବାସୀଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ଡ୍ୟାମ କତ୍ତୃପକ୍ଷ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe