କଟକ ଖାନନଗର ନେତାଜୀ ବସ ଟର୍ମିନାଲ ନିର୍ମାଣ ପ୍ରସଙ୍ଗ । ନିର୍ମାଣ କାର୍ଯ୍ୟରେ ଅଙ୍କୁଶ ଲଗାଇଲେ ହାଇକୋର୍ଟ ।

Advertisment
କଟକ ଖାନନଗର ନେତାଜୀ ବସ ଟର୍ମିନାଲ ନିର୍ମାଣ ପ୍ରସଙ୍ଗ । ନିର୍ମାଣ କାର୍ଯ୍ୟରେ ଅଙ୍କୁଶ ଲଗାଇଲେ ହାଇକୋର୍ଟ ।

କନକ ବ୍ୟୁରୋ : କଟକ ଖାନନଗର ନେତାଜୀ ବସ ଟର୍ମିନାଲ ନିର୍ମାଣ ପ୍ରସଙ୍ଗ । ନିର୍ମାଣ କାର୍ଯ୍ୟରେ ଅଙ୍କୁଶ ଲଗାଇଲେ ହାଇକୋର୍ଟ । ବସ ଟର୍ମିନାଲ ପାଇଁ ଚିହ୍ନଟ ଜମିରୁ କିଛି ଅଂଶ ମନ୍ଦିର ଜମି ରହିଛି । ଚିହ୍ନଟ ମନ୍ଦିର ଜମି ଉପରେ ସ୍ଥିତାବସ୍ଥା ଜାରି କଲେ କୋର୍ଟ । ୧୧ ଏକର ଜମିରୁ ୩ ଏକର ଜମି ମନ୍ଦିରର ରହିଛି । ଏନେଇ ହାଇକୋର୍ଟରେ ମାମଲା ଶୁଣାଣି ହୋଇଥିଲା ।

କଟକର ଖାନନଗର ଠାରେ ଅତ୍ୟାଧୁନିକ ବସ୍‌ ଟର୍ମିନାଲ ନିର୍ମାଣ ପାଇଁ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି । ଏଥିରେ ୬୫ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଘୋଷଣା ସରିଛି । ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe