କନକ ବ୍ୟୁରୋ: ଟି-୨୦ ବିଶ୍ୱକପ ପାଇଁ ଘୋଷଣା ହେଲା ଭାରତୀୟ ଦଳ । ଏନେଇ ଟ୍ୱିଟ କରି ସୂଚନା ଦେଇଛି ବିସିସିଆଇ । ତେବେ ଦଳକୁ ଫେରିଛନ୍ତି ଷ୍ଟାର ବୋଲର ଯଶପ୍ରୀତ ବୁମରାହ ଓ ହର୍ଷଲ ପଟେଲ । ସେହିପରି ଟି-୨୦ ବିଶ୍ୱକପରେ ଦଳର ନେତୃତ୍ୱ ନେବେ ରୋହିତ ଶର୍ମା । ଉପ ଅଧିନାୟକ ଦାୟିତ୍ୱ କେଏଲ ରାହୁଲଙ୍କ ଉପରେ ରହିଛି ।
🚨 NEWS: India’s squad for ICC Men’s T20 World Cup 2022.
Rohit Sharma (C), KL Rahul (VC), Virat Kohli, Suryakumar Yadav, Deepak Hooda, R Pant (WK), Dinesh Karthik (WK), Hardik Pandya, R. Ashwin, Y Chahal, Axar Patel, Jasprit Bumrah, B Kumar, Harshal Patel, Arshdeep Singh
— BCCI (@BCCI) September 12, 2022
ଟିମ୍ ଇଣ୍ଡିଆ
ରୋହିତ ଶର୍ମା (ଅଧିନାୟକ), କେ ଏଲ ରାହୁଲ (ଉପ-ଅଧିନାୟକ), ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଦୀପକ ହୁଡା, ରିଷଭ ପନ୍ତ, ଦିନେଶ କାର୍ତ୍ତିକ, ହାର୍ଦ୍ଦିକ ପାଣ୍ଡ୍ୟା, ଆର୍ ଅଶ୍ୱିନୀ, ଯୁଜବେନ୍ଦ୍ର ଚହଲ, ଅକ୍ଷର ପଟେଲ, ଜଶପ୍ରୀତ ବୁମରା, ଭୁବନେଶ୍ୱର କୁମାର, ହର୍ଷଲ ପଟେଲ, ଅର୍ଶଦୀପ ସିଂହ ।
ଷ୍ଟାଣ୍ଟବାଏ ଖେଳାଳି – ମହମ୍ମଦ ଶାମି, ଶ୍ରେୟାସ ଆୟର, ରବି ବିଷ୍ଣୋଇ, ଦୀପକ ଚହର ।