କନକ ବ୍ୟୁରୋ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗକୁ ନେଇ ଗଜପତିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ । ରତ୍ନଭଣ୍ଡାର ଖୋଲିବାକୁ ସରକାରଙ୍କୁ କମିଟି ଚିଠି ଲେଖୁ ବୋଲି ସେ କହିଛନ୍ତି । ରତ୍ନଭଣ୍ଡାର କେବେ ଖୋଲିବ ସରକାର ନିଷ୍ପତି ନେବେ ବୋଲି କହିଥିଲେ । ସେପଟେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ପରିଚାଳନା କମିଟି ବୈଠକରେ ଆଲୋଚନା ହୋଇଥିଲା ଏବଂ ଖୋଲିବାକୁ ସେ ନିବେଦନ କରିଛନ୍ତି ।
ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ। ଗଜପତିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ
/kanak/media/post_attachments/wp-content/uploads/2023/07/9-9.jpg)