କନକ ବ୍ୟୁରୋ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗକୁ ନେଇ ଗଜପତିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ । ରତ୍ନଭଣ୍ଡାର ଖୋଲିବାକୁ ସରକାରଙ୍କୁ କମିଟି ଚିଠି ଲେଖୁ ବୋଲି ସେ କହିଛନ୍ତି । ରତ୍ନଭଣ୍ଡାର କେବେ ଖୋଲିବ ସରକାର ନିଷ୍ପତି ନେବେ ବୋଲି କହିଥିଲେ । ସେପଟେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ନେଇ ପରିଚାଳନା କମିଟି ବୈଠକରେ ଆଲୋଚନା ହୋଇଥିଲା ଏବଂ ଖୋଲିବାକୁ ସେ ନିବେଦନ କରିଛନ୍ତି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us