ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ‘କାଳିଆ’ ଟଙ୍କା କିସ୍ତି । ହସ୍ତାନ୍ତର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ‘କାଳିଆ’ ଟଙ୍କା କିସ୍ତି । ହସ୍ତାନ୍ତର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

କନକ ବ୍ୟୁରୋ: ଚାଷୀଙ୍କୁ ମିଳଲା କାଳିଆ ଟଙ୍କା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିଛନ୍ତି । ୯୩୩ କୋଟିରୁ ଅଧିକ ଟଙ୍କାର ସହାୟତା ରାଶି ଡିବିଟି ମାଧ୍ୟମରେ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ । ୪୬ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏହା ଦ୍ୱାରା ଉପକୃତ ହେବେ । ୧୮ ଲକ୍ଷରୁ ଅଧିକ ଭୂମିହୀନ କୃଷକଙ୍କ ପରିବାରକୁ ୩୬୦ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ପ୍ରଦାନ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ୩୦ ଜିଲ୍ଲାରେ କାଳିଆ କେନ୍ଦ୍ରର ଶୁଭାରମ୍ଭ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe