ଓଡିଶା ବିଧାନସଭା ଭଙ୍ଗ ,ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ।

ଓଡିଶା ବିଧାନସଭା ଭଙ୍ଗ ,ଏନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ।

କନକବ୍ୟୁରୋ: ଓଡିଶା ବିଧାନସଭା ଭଙ୍ଗ କଲେ ରାଜ୍ୟପାଳ ଏ ନେଇ ସୁଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ବିଭାଗରେ ବିଜ୍ଞପ୍ତି ପ୍ରକାଶ ପାଇଛି । କିଛି ସମୟ ଆଗରୁ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶେଷ ରାଜ୍ୟ କ୍ୟାବିନେଟ ବୈଠକ ହୋଇଥିଲା । ଆସନ୍ତାକାଲି ଭୋଟ ଗଣତି ରହିଛି । ଏହା ପୁବରୁ ଓଡିଶା ବିଧାନସଭା ଭଙ୍ଗ କରାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe